Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:31 - ପବିତ୍ର ବାଇବଲ

31 “ଦାନ ଛାଉଣିରେ ମୋଟ ମନୁଷ୍ୟମାନଙ୍କର ସଂଖ୍ୟା 157,600 ସେମାନେ ସେମାନଙ୍କର ଧ୍ୱଜା ଧରି ସମସ୍ତଙ୍କ ପଛରେ ଅଗ୍ରସର ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ଵଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।

Gade chapit la Kopi

ଓଡିଆ ବାଇବେଲ

31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”

Gade chapit la Kopi




ଗଣନା ପୁସ୍ତକ 2:31
5 Referans Kwoze  

ଦାନ ଗୋଷ୍ଠୀର ବିଭାଗର ଧ୍ୱଜା ପରେ ଗ୍ଭଳିତ ହେଲା। ସେମାନେ ପଶ୍ଚା‌‌ତ୍‌‌ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷ ସେମାନଙ୍କର ଅଧିନାୟକ ଥିଲେ।


“ରୁବେନ୍ ଛାଉଣିର ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 151,450 ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।


“ଇଫ୍ରୟିମ ଛାଉଣିର ଗଣ୍ୟ ସୈନ୍ୟସଂଖ୍ୟା 108,100 ସେମାନେ ତୃତୀୟରେ ଅଗ୍ରସର ହେବେ।


“ଯିହୁଦା ଛାଉଣିର ସମୁଦାୟ ସୈନ୍ୟ ସଂଖ୍ୟା 186,400 ସେମାନେ ପ୍ରଥମେ ଅଗ୍ରସର ହେବେ।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 53,400


Swiv nou:

Piblisite


Piblisite