Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:32 - ପବିତ୍ର ବାଇବଲ

32 ସେମାନେ ସବୁ ଇସ୍ରାଏଲ ଲୋକମାନେ ଓ ସେମାନେ ନିଜର ପିତୃଗୃହ ଅନୁସାରେ ଗଣ୍ୟ ହେଲେ। ସେମାନଙ୍କର ଛାଉଣିର ମୋଟ ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 603,500

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।

Gade chapit la Kopi

ଓଡିଆ ବାଇବେଲ

32 ଏମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।

Gade chapit la Kopi




ଗଣନା ପୁସ୍ତକ 2:32
6 Referans Kwoze  

ଗଣନା ଅନୁସାରେ ସମସ୍ତ ମନୁଷ୍ୟଙ୍କ ସଂଖ୍ୟା 603,550 ହୋଲା।


ଯେତେ ଲୋକ ଗଣତି ହୋଇଥିଲେ, ସେମାନଙ୍କର ବୟସ ଥିଲା କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ। ସେମାନଙ୍କର ସଂଖ୍ୟା ଥିଲା 603,550। ସେମାନେ ପ୍ରତ୍ୟେକ ଏକ ଦୁଇ ବେକା ଅର୍ଥାତ୍ ପବିତ୍ର ସ୍ଥାନର କାର୍ଯ୍ୟାଳୟ ମାପ ଓଜନ ହୋଇଥିବା ଶେକଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେଇଥିଲେ।


ଇସ୍ରାଏଲୀୟ ପୁରୁଷମାନଙ୍କ ସଂଖ୍ୟା 601,730 ଥିଲା।


ତେବେ ମୋଶା କହିଲେ, “ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି ସେମାନେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ!’


“ଯିହୁଦା ଛାଉଣିର ସମୁଦାୟ ସୈନ୍ୟ ସଂଖ୍ୟା 186,400 ସେମାନେ ପ୍ରଥମେ ଅଗ୍ରସର ହେବେ।


ଇସ୍ରାଏଲୀୟ ଲୋକମାନେ ରାମିଷେ‌ଷ୍‌ଠାରୁ ସୁ‌କ୍‌କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ।


Swiv nou:

Piblisite


Piblisite