Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:33 - ପବିତ୍ର ବାଇବଲ

33 ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଲେବୀୟମାନଙ୍କୁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ଗଣନା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 2:33
3 Referans Kwoze  

ମୋଶାଙ୍କୁ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ଇସ୍ରାଏଲର ଲୋକମାନେ ସେ ସମସ୍ତ କଲେ। ସେମାନେ ନିଜ ନିଜ ବଂଶ ନିକଟରେ ନିଜ ନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।


Swiv nou:

Piblisite


Piblisite