ଗଣନା ପୁସ୍ତକ 20:12 - ପବିତ୍ର ବାଇବଲ12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ସମ୍ମୁଖରେ ମୋ'ଠାରେ ବିଶ୍ୱାସ କଲ ନାହିଁ ଏବଂ ଲୋକମାନଙ୍କ ଆଗରେ ମୋତେ ପବିତ୍ର ରୂପେ ସମ୍ମାନ ଦେଲ ନାହିଁ। ଏଣୁ ତୁମ୍ଭେମାନେ ଏହି ଲୋକମାନଙ୍କୁ ସେହି ଦେଶ ଭିତରକୁ ନେବ ନାହିଁ, ଯାହା ମୁଁ ସେମାନଙ୍କୁ ଦେଇଛି।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ଵାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ତଳୀକି ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ। Gade chapit laଓଡିଆ ବାଇବେଲ12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।” Gade chapit la |
ଯିହୋଶାଫଟଙ୍କ ସୈନ୍ୟଦଳ ପ୍ରଭାତରେ ତକୋୟର ମରୁଭୂମି ମଧ୍ୟକୁ ଯୁଦ୍ଧ ପାଇଁ ଯାତ୍ରା କଲେ। ସେମାନେ ଯାତ୍ରାରମ୍ଭ କରିବା ସମୟରେ ଯିହୋଶାଫଟ୍ ଉଠି ଠିଆ ହେଲେ ଓ କହିଲେ, “ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ, ତେବେ ତୁମ୍ଭେମାନେ ଦୃଢ଼ ରୂପେ ଠିଆ ହୋଇ ପାରିବ। ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କଠାରେ ବିଶ୍ୱାସ ରଖ। ତୁମ୍ଭେମାନେ କୃତକାର୍ଯ୍ୟ ହେବ।”