ଗଣନା ପୁସ୍ତକ 20:21 - ପବିତ୍ର ବାଇବଲ21 ଏହିପରି ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେଲେ ନାହିଁ। ତେଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଯାଇ ଅନ୍ୟ ବାଟରେ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ଵୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ। Gade chapit laଓଡିଆ ବାଇବେଲ21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ। Gade chapit la |
ଆମ୍ଭେ ଯର୍ଦ୍ଦନ ନଦୀ ପାର ହେବା ପର୍ଯ୍ୟନ୍ତ ତୁମ୍ଭ ଦେଶ ମଧ୍ୟଦେଇ ଯିବାକୁ ଦିଅ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭକୁ ଯେଉଁ ଦେଶ ଦେଇଛନ୍ତି, ସେ ଦେଶକୁ ଯିବା ପାଇଁ ଆମ୍ଭକୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ। ଅନ୍ୟ ଲୋକମାନେ ଓ ଆଉ ନିବାସୀ ମୋୟାବୀୟମାନେ ଯଥା ଏଷୌର ସନ୍ତାନଗଣ ଆମ୍ଭମାନଙ୍କୁ ଯେପରି ଯିବାକୁ ଦେଇଛନ୍ତି, ସେହିପରି ତୁମ୍ଭେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ।’