Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:23 - ପବିତ୍ର ବାଇବଲ

23 ହୋର ପର୍ବତ ଇଦୋମ ଦେଶର ସୀମା ନିକଟରେ ଅବସ୍ଥିତ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

23 ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 20:23
2 Referans Kwoze  

ପୁଣି ସେମାନେ କାଦେଶରୁ ଯାଇ ଇଦୋମ ଦେଶ ସୀମାରେ ଅବସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।


“ହାରୋଣର ଏହା ମୃତ୍ୟୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବ। ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମୋ’ ବିରୁଦ୍ଧରେ ବିଦ୍ରୋହ କଲ।


Swiv nou:

Piblisite


Piblisite