ଗଣନା ପୁସ୍ତକ 20:25 - ପବିତ୍ର ବାଇବଲ25 “ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିୟାସରକୁ ହୋର ପର୍ବତ ଉପରକୁ ନେଇଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ। Gade chapit laଓଡିଆ ବାଇବେଲ25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ। Gade chapit la |
ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।