Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:27 - ପବିତ୍ର ବାଇବଲ

27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶା, ହାରୋଣ ଓ ଇଲିୟାସର ଇସ୍ରାଏଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖରେ ହୋର ପର୍ବତକୁ ଉଠିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ତଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।

Gade chapit la Kopi

ଓଡିଆ ବାଇବେଲ

27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।

Gade chapit la Kopi




ଗଣନା ପୁସ୍ତକ 20:27
3 Referans Kwoze  

ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢ଼ିନେବା ଉଚିତ୍ ଓ ତା'ର ପୁତ୍ର ଇଲିୟାସରକୁ ସେଗୁଡ଼ିକ ପିନ୍ଧାଇ ଦେବା ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ଯିବ।”


ମୋଶା ହାରୋଣଙ୍କ ପବିତ୍ର ବସ୍ତ୍ର କାଢ଼ିଲେ ଓ ସେଗୁଡ଼ିକ ଇଲିୟାସରକୁ ପିନ୍ଧାଇଲେ। ତା'ପରେ ହାରୋଣ ପର୍ବତ ଉପରେ ମଲେ। ମୋଶା ଓ ଇଲିୟାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।


ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ।


Swiv nou:

Piblisite


Piblisite