Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:1 - ପବିତ୍ର ବାଇବଲ

1 କିଣାନ ବଂଶୀୟ ରାଜା ଆରାଦ ଦକ୍ଷିଣ ପ୍ରଦେଶରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇସ୍ରାଏଲର ଲୋକମାନେ ଅଥାରୀମର ପଥ ଦେଇ ଆସୁଛନ୍ତି। ତେଣୁ ସେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ବନ୍ଦୀ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।

Gade chapit la Kopi




ଗଣନା ପୁସ୍ତକ 21:1
10 Referans Kwoze  

କିଣାନୀୟମାନେ ଖଜୁରୀପୁରସ୍ଥର ସହର ଯିରୀହୋକୁ ପରିତ୍ୟାଗ କଲେ ଏବଂ ଯିହୁଦାର ଲୋକମାନଙ୍କ ସହିତ ଯିହୁଦାର ମରୁଅଞ୍ଚଳରେ ଲୋକମାନଙ୍କ ସହିତ ବାସ କରିବାକୁ ଗଲେ। ଏହା ଅରାଦର ନିକଟବର୍ତ୍ତୀ ଥିଲା, କେନୀୟ ଲୋକମାନେ ମୋଶାଙ୍କର ଶ୍ୱଶୁର ଘର ପରିବାରରୁ ଥିଲେ।


କିଣାନୀୟ ରାଜା ଆରାଦର ନେଗେଭରେ ଶୁଣିଲେ ଯେ, ଇସ୍ରାଏଲର ଲୋକମାନେ ଆସୁଥିଲେ।


ହର୍ମାର ରାଜା 1 ଅରାଦର ରାଜା 1


“ଏହା ପରେ ରାଜା ସୀହୋନ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଯହସ ନାମକ ସ୍ଥାନକୁ ବାହାରି ଆସିଲେ।


ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ପରାସ୍ତକରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।


ଏହା ପରେ ଅବ୍ରାମ ଭ୍ରମଣ କରୁ କରୁ ଦକ୍ଷିଣ ଦିଗକୁ ଗଲେ।


Swiv nou:

Piblisite


Piblisite