Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:11 - ପବିତ୍ର ବାଇବଲ

11 ତାହାପରେ ଓବୋତରୁ ଯାତ୍ରା କରି ପୂର୍ବ ଦିଗରେ ମୋୟାବର ପୂର୍ବଦିଗସ୍ଥିତ ମରୁଭୂମିରେ ଇୟୀଅବାରୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 21:11
4 Referans Kwoze  

ଅନନ୍ତର ଇସ୍ରାଏଲର ଲୋକମାନେ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।


ପୁଣି ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।


ତା'ପରେ ସେମାନେ ପୂନୋନ ତ୍ୟାଗ କରି ଓବୋତରେ ଛାଉଣି ସ୍ଥାପନ କଲେ।


ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ସୀମାସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite