Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:12 - ପବିତ୍ର ବାଇବଲ

12 ପୁଣି ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 21:12
4 Referans Kwoze  

ତାହାପରେ ଓବୋତରୁ ଯାତ୍ରା କରି ପୂର୍ବ ଦିଗରେ ମୋୟାବର ପୂର୍ବଦିଗସ୍ଥିତ ମରୁଭୂମିରେ ଇୟୀଅବାରୀମରେ ଛାଉଣି ସ୍ଥାପନ କଲେ।


ତା'ପରେ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗା‌ଦ୍‌ରେ ଛାଉଣି ପକାଇଲେ।


“ସଦାପ୍ରଭୁ ମୋତେ କହିଲେ, ‘ଅର୍ଣ୍ଣୋନ ଉପତ୍ୟକା ପାର ହେବା ପାଇଁ ପ୍ରସ୍ତୁତ ହୁଅ। ଆମ୍ଭେ ହି‌ଷ୍‌ବୋନର ରାଜା ଇମୋରୀୟ ସୀହୋନକୁ ଓ ତାଙ୍କ ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। ତେଣୁ ତାଙ୍କ ସହିତ ଯୁଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।


Swiv nou:

Piblisite


Piblisite