Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:14 - ପବିତ୍ର ବାଇବଲ

14 ଏଥିନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା: “ଘୂର୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ-ପୁସ୍ତକରେ କଥିତ ଅଛି, ଯଥା “ଘୂର୍ଣ୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,

Gade chapit la Kopi

ଓଡିଆ ବାଇବେଲ

14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,

Gade chapit la Kopi




ଗଣନା ପୁସ୍ତକ 21:14
8 Referans Kwoze  

ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ, ଯିହୁଦୀୟମାନଙ୍କୁ ଉକ୍ତ ଗୀତ ଗାଇବା ପାଇଁ ଏବଂ ଶିକ୍ଷା ଦେବା ପାଇଁ ଆଦେଶ ଦେଲେ। ଏହାକୁ “ଧନୁ” କୁହାଯାଏ। ଏହା ଯାଶେର ପୁସ୍ତକରେ ଲେଖାଅଛି।


ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।


ତା'ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।


ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣ୍ଣୋନ ନଦୀର ଅନ୍ୟ ପାର୍ଶ୍ୱ ମରୁଭୂମିରେ ଛାଉଣି ସ୍ଥାପନ କଲେ। କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


ଘାଟିର ଗଡ଼ାଣିଗୁଡ଼ିକ ଯେଉଁଗୁଡ଼ିକ ଆରର ନିବାସ ଆଡ଼େ ଯାଇଥିଲା ଏବଂ ସେଗୁଡ଼ିକ ମୋୟାବର ସୀମାରେ ଅବସ୍ଥିତ ଥିଲା।”


“ସଦାପ୍ରଭୁ ମୋତେ କହିଲେ, ‘ଅର୍ଣ୍ଣୋନ ଉପତ୍ୟକା ପାର ହେବା ପାଇଁ ପ୍ରସ୍ତୁତ ହୁଅ। ଆମ୍ଭେ ହି‌ଷ୍‌ବୋନର ରାଜା ଇମୋରୀୟ ସୀହୋନକୁ ଓ ତାଙ୍କ ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। ତେଣୁ ତାଙ୍କ ସହିତ ଯୁଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।


କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”


ମୋୟାବର କନ୍ୟାଗଣ ଅର୍ଣ୍ଣୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାଯ୍ୟ ପାଇଁ ସେମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପରେ, ପକ୍ଷୀ ଛୁଆମାନେ ଏଣେତେଣେ ଧାଇଁଲା ପରି ସେମାନେ ଧାଇଁବେ।


Swiv nou:

Piblisite


Piblisite