Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:15 - ପବିତ୍ର ବାଇବଲ

15 ଘାଟିର ଗଡ଼ାଣିଗୁଡ଼ିକ ଯେଉଁଗୁଡ଼ିକ ଆରର ନିବାସ ଆଡ଼େ ଯାଇଥିଲା ଏବଂ ସେଗୁଡ଼ିକ ମୋୟାବର ସୀମାରେ ଅବସ୍ଥିତ ଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ)।”

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)

Gade chapit la Kopi




ଗଣନା ପୁସ୍ତକ 21:15
6 Referans Kwoze  

‘ତୁମ୍ଭେ ଆଜି ମୋୟାବର ସୀମା ଆର ଦେଇ ଯିବାକୁ ହେବ।


“ସଦାପ୍ରଭୁ ମୋତେ କହିଲେ, ‘ମୋୟାବର ଲୋକମାନଙ୍କର କ୍ଷତି କର ନାହିଁ। ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ମୁଁ ସେମାନଙ୍କର କୌଣସି ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। ସେମାନେ ଲୋଟର ଭବିଷ୍ୟଦ୍ ବଂଶଧର। ମୁଁ ସେମାନଙ୍କୁ ଆର ନଗର ସେମାନଙ୍କର ବଂଶଧର ରୂପେ ଦେଇଅଛି।‌’”


ହି‌ଷ୍‌ବୋନଠାରୁ ଅଗ୍ନି ନିର୍ଗତ ହୋଇଅଛି। ଏକ ଶିଖା ସୀହୋନ ନଗରରୁ ବାହାରିଲା। ସେହି ଅଗ୍ନି ମୋୟାବର ଆର ନଗରକୁ ଧ୍ୱଂସ କଲା ଏବଂ ଅର୍ଣ୍ଣୋନର ପର୍ବତଗୁଡ଼ିକୁ ଧ୍ୱଂସ କଲା।


ଆମ୍ଭେ ଯର୍ଦ୍ଦନ ନଦୀ ପାର ହେବା ପର୍ଯ୍ୟନ୍ତ ତୁମ୍ଭ ଦେଶ ମଧ୍ୟଦେଇ ଯିବାକୁ ଦିଅ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭକୁ ଯେଉଁ ଦେଶ ଦେଇଛନ୍ତି, ସେ ଦେଶକୁ ଯିବା ପାଇଁ ଆମ୍ଭକୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ। ଅନ୍ୟ ଲୋକମାନେ ଓ ଆଉ ନିବାସୀ ମୋୟାବୀୟମାନେ ଯଥା ଏଷୌର ସନ୍ତାନଗଣ ଆମ୍ଭମାନଙ୍କୁ ଯେପରି ଯିବାକୁ ଦେଇଛନ୍ତି, ସେହିପରି ତୁମ୍ଭେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ।’


ମୋୟାବ ବିଷୟରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରିରେ ମୋୟାବର ଆର ନଗରରୁ ସୈନ୍ୟମାନେ ସମସ୍ତ ଧନ ନେଇଗଲେ ଏବଂ ତାକୁ ମଧ୍ୟ ଧ୍ୱଂସ କଲେ। ଆଉ ମଧ୍ୟ ଦିନେ ରାତ୍ରିରେ ସୈନ୍ୟମାନେ ମୋୟାବର ବୀର ନଗରରୁ ସମସ୍ତ ଧନ ନେଇଗଲେ ଓ ସେ ନଗରକୁ ମଧ୍ୟ ଧ୍ୱଂସ କଲେ।


ଏଥିନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା: “ଘୂର୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା।


Swiv nou:

Piblisite


Piblisite