Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:18 - ପବିତ୍ର ବାଇବଲ

18 ରାଜାମାନେ ଓ ଅଧିପତିମାନେ ସେହି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସେମାନଙ୍କର ଆଶାବାଡ଼ିରେ ଓ ରାଜଦଣ୍ଡରେ ତାହା ଖୋଳିଛନ୍ତି। ଏହା ମରୁଭୂମି ମଧ୍ୟରେ ଏକ ଉପହାର ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକ-ମାନଙ୍କର କୁଳୀନମାନେ ରାଜଦଣ୍ତ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”

Gade chapit la Kopi

ଓଡିଆ ବାଇବେଲ

18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”

Gade chapit la Kopi




ଗଣନା ପୁସ୍ତକ 21:18
12 Referans Kwoze  

କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ।


ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।


ମୋଶା ଆମ୍ଭକୁ ନିୟମ ଗୁଡ଼ିକ ଶିକ୍ଷା ଦେଲେ, ତାହା ଯାକୁବର ଲୋକମାନଙ୍କର ଚିରସ୍ଥାୟୀ ଅଧିକାର।


ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’


ତକୋୟୀୟ ଲୋକମାନେ ମରାମତି କଲେ। ସେମାନଙ୍କ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମରେ ହସ୍ତକ୍ଷେପ କଲେ ନାହିଁ।


ଇଲିୟାଶୀବ ମହାଯାଜକ ଥିଲେ, ଇଲିୟାଶୀବ ଓ ତାଙ୍କର ସାଥୀ ଯାଜକମାନେ ମେଷ ଫାଟକ ଗଠନ କରିବାକୁ ଗଲେ। ସେମାନେ ସେହି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ୱାର ସ୍ଥାପନ କଲେ। ସେମାନେ ସହସ୍ର ଦୁର୍ଗର ଓ ହନନେଲ ଦୁର୍ଗର କାର୍ଯ୍ୟ କଲେ।


ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାଇଲେ: “ହେ କୂପଜଳ, ଉଚ୍ଛୁଳିଉଠ, ତହିଁ ଉଦ୍ଦେଶ୍ୟରେ ଗାନ କର।


ଲୋକମାନେ ମତ୍ତାନରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ ଯାତ୍ରା କଲେ।


Swiv nou:

Piblisite


Piblisite