Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:22 - ପବିତ୍ର ବାଇବଲ

22 “ଦୟାକରି ତୁମ୍ଭ ରାଜ୍ୟ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ। ଆମ୍ଭେମାନେ ତୁମ୍ଭ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭେମାନେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭେମାନେ ତୁମ୍ଭ ଦେଶସୀମା ପାର ହେବା ପର୍ଯ୍ୟନ୍ତ କେବଳ ରାଜପଥ ଦେଇ ଗମନ କରିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।

Gade chapit la Kopi

ଓଡିଆ ବାଇବେଲ

22 “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”

Gade chapit la Kopi




ଗଣନା ପୁସ୍ତକ 21:22
2 Referans Kwoze  

ଆମ୍ଭେ ବିନୟ କରୁଅଛୁ, ଦୟାକରି ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ। ଆମ୍ଭେମାନେ ତୁମ୍ଭ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଦେଇ ଯିବୁ ନାହିଁ, କିମ୍ବା ତୁମ୍ଭର କୂଅରୁ ଜଳପାନ କରିବୁ ନାହିଁ। ଆମ୍ଭେମାନେ କେବଳ ରାଜପଥ ଦେଇ ଗମନ କରିବୁ। ତୁମ୍ଭ ଦେଶର ସୀମା ଅତିକ୍ରମ କରିବା ପର୍ଯ୍ୟନ୍ତ ଦକ୍ଷିଣ କିମ୍ବା ବାମକୁ ଯିବୁ ନାହିଁ।”


ସେତେବେଳେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାହାଯ୍ୟ ପାଇଁ ବିଳାପ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। “ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗରରେ ଅଛୁ।


Swiv nou:

Piblisite


Piblisite