Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:27 - ପବିତ୍ର ବାଇବଲ

27 ଏଥିନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହି‌ଷ୍‌ବୋନକୁ ଆସ, ସୀହୋନ ନଗର ନିର୍ମିତ ହେଉ ଓ ଦୃଢ଼ିଭୂତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନ୍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;

Gade chapit la Kopi

ଓଡିଆ ବାଇବେଲ

27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;

Gade chapit la Kopi




ଗଣନା ପୁସ୍ତକ 21:27
6 Referans Kwoze  

କିନ୍ତୁ ଖୁବ୍ ଶୀଘ୍ର ସେହି ଲୋକମାନେ ତାକୁ ଉପହାସ କରିବେ। ସେମାନେ ତା'ର ପରାଜୟ ବିଷୟରେ ଗପ କରିବେ। ସେମାନେ ତାକୁ ପରିହାସ କରି କହିବେ, ‘ତାକୁ ଧିକ୍, ଯିଏ ଅନ୍ୟ ଲୋକମାନଙ୍କର ଧନସମ୍ପତ୍ତିକୁ ନେଇଯାଏ। ଆଉ କେତେଦିନ ପର୍ଯ୍ୟନ୍ତ ସେ ଋଣ ସଂଗ୍ରହ ଦ୍ୱାରା ଧନୀ ହେବ? ସର୍ବଶେଷରେ ତା'ର ସମ୍ପଦସବୁ ତା’ ଉପରେ ବୋଝ ହେବ।’


ସେହି ସମୟରେ ତୁମ୍ଭେ ବାବିଲ ରାଜାଙ୍କ ବିଷୟରେ ଏହି ଉପହାସ ଗୀତ ଗାନ କରିବ। ସେହି ଅତ୍ୟାଗ୍ଭରୀ ନିଷ୍ଠୁର ରାଜା କିପରି ଶାସନ କରୁଥିଲେ ମାତ୍ର ବର୍ତ୍ତମାନ ତାହା ଶେଷ ହୋଇଛି।


ଏଥିନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା: “ଘୂର୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା।


କାରଣ ହି‌ଷ୍‌ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ରାଜକୀୟ ନଗର ଥିଲା। ସେ ମୋୟାବର ପୂର୍ବ ରାଜା ବିପକ୍ଷରେ ଯୁଦ୍ଧ କଲେ ଏବଂ ଅର୍ଣ୍ଣୋନ ପର୍ଯ୍ୟନ୍ତ ଦେଶ ଅଧିକାର କଲେ।


ହି‌ଷ୍‌ବୋନଠାରୁ ଅଗ୍ନି ନିର୍ଗତ ହୋଇଅଛି। ଏକ ଶିଖା ସୀହୋନ ନଗରରୁ ବାହାରିଲା। ସେହି ଅଗ୍ନି ମୋୟାବର ଆର ନଗରକୁ ଧ୍ୱଂସ କଲା ଏବଂ ଅର୍ଣ୍ଣୋନର ପର୍ବତଗୁଡ଼ିକୁ ଧ୍ୱଂସ କଲା।


ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି।


Swiv nou:

Piblisite


Piblisite