ଗଣନା ପୁସ୍ତକ 21:29 - ପବିତ୍ର ବାଇବଲ29 ହେ ମୋୟାବ, ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମୋଶର ଲୋକମାନଙ୍କୁ ହରାଇଛ। ତା'ର ପୁତ୍ରଗଣ ପଳାୟନ କରିଛନ୍ତି, ତା'ର କନ୍ୟାମାନେ ଇମୋରୀୟ ଶାସକ କର୍ତ୍ତା ରାଜା ସୀହୋନ ହସ୍ତରେ ବନ୍ଦୀ ହୋଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି; Gade chapit laଓଡିଆ ବାଇବେଲ29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି; Gade chapit la |
ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚାଦ୍ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମିଲ୍କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।