ଗଣନା ପୁସ୍ତକ 21:4 - ପବିତ୍ର ବାଇବଲ4 ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। Gade chapit laଓଡିଆ ବାଇବେଲ4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। Gade chapit la |