ଗଣନା ପୁସ୍ତକ 21:8 - ପବିତ୍ର ବାଇବଲ8 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ୱାରା ଦଂଶିତ ହୋଇଥିବା ଲୋକମାନେ ମୃତ୍ୟୁବରଣ କରିବେ ନାହିଁ, ଯଦି ସେମାନେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଗୋଟିଏ ଦାହକ-ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ। Gade chapit laଓଡିଆ ବାଇବେଲ8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।” Gade chapit la |
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।
ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।