ଗଣନା ପୁସ୍ତକ 22:16 - ପବିତ୍ର ବାଇବଲ16 ସେମାନେ ବିଲିୟମ ନିକଟକୁ ଯାଇ କହିଲେ, “ସିପ୍ପୋରର ପୁତ୍ର ବାଲାକ୍ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ ନିକଟକୁ ଆସିବାକୁ ତୁମ୍ଭେ ବାରଣ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେମାନେ ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ। Gade chapit laଓଡିଆ ବାଇବେଲ16 ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ। Gade chapit la |