Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:21 - ପବିତ୍ର ବାଇବଲ

21 ତା’ ପରଦିନ, ବିଲିୟମ ନିଜର ଗଧ ଉପରେ ଆରୋହଣ କରି ମୋୟାବର ଅଧିପତିମାନଙ୍କ ସହିତ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ବିଲୀୟମ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi

ଓଡିଆ ବାଇବେଲ

21 ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।

Gade chapit la Kopi




ଗଣନା ପୁସ୍ତକ 22:21
5 Referans Kwoze  

ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦେଇଛନ୍ତି ଓ ବିୟୋରର ପୁତ୍ର ବିଲିୟାମର ଭୁଲ୍ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।


କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ୍ କରୁଛି। ଗଧ ସାଧାରଣ ଭାବରେ କଥା କହିପାରେ ନାହିଁ, କିନ୍ତୁ ସେହି ଗଧଟି ମଣିଷର ଭାଷାରେ କଥା କହିଲା ଓ ବିଲିୟାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।


ପ୍ରଭାତରେ ଅବ୍ରହାମ ଉଠିଲେ ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇ‌ସ୍‌ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତରେ ନେଲେ। ଅବ୍ରହାମ ହୋମବଳି ନିମନ୍ତେ କାଠ କାଟି ପରମେଶ୍ୱର କହିଥିବା ସ୍ଥାନକୁ ନେଇଗଲେ।


ସେହି ଜଣେ ଯିଏ ନିର୍ଦ୍ଦୋଷ ଭାବରେ ଜୀବନଯାପନ କରେ, ସେ ନିଜକୁ ରକ୍ଷା କରେ। କିନ୍ତୁ ଜଣେ ଯିଏ ତା'ର ନିଜ ପଥକୁ ବିପଥରେ ନିଏ ସେ ଅକସ୍ମାତ୍ ପଡ଼ିଯିବ।


Swiv nou:

Piblisite


Piblisite