Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:29 - ପବିତ୍ର ବାଇବଲ

29 ତହୁଁ ବିଲିୟମ ଗଧକୁ କହିଲା, “କାରଣ ତୁମ୍ଭେ ମୋତେ ଦେଖିବାକୁ ନିର୍ବୋଧପରି କଲ। ଯଦି ମୋ’ ହାତରେ ଖଣ୍ତା ଥା’ନ୍ତା, ମୁଁ ତୋତେ ବର୍ତ୍ତମାନ ହତ୍ୟା କରିଥା’ନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତେବେ ବିଲୀୟମ ଗର୍ଦ୍ଦଭୀକି କହିଲା, କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ତା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

29 ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”

Gade chapit la Kopi




ଗଣନା ପୁସ୍ତକ 22:29
6 Referans Kwoze  

ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକାରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦୟ ଅଟନ୍ତି।


କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ।


ଯାହାସବୁ ସୂର୍ଯ୍ୟ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସେହିପରି ଶେଷ ହୁଏ। ଏବଂ ଲୋକମାନେ ଯେତେବେଳେ ଜୀବିତ ଥା’ନ୍ତି, ସେମାନଙ୍କର ହୃଦୟ ଦୁଷ୍ଟତା ଓ ମୂର୍ଖାମୀରେ ପୁରିଥାଏ। ଏହା ପରେ ସେମାନେ ମୃତ ଲୋକମାନଙ୍କ ପାଖକୁ ଯାଆନ୍ତି।


ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; କିନ୍ତୁ ବିଜ୍ଞ ମନୁଷ୍ୟ ଅପମାନକୁ ଉପେକ୍ଷା କରେ।


ପୁଣି ଗଧ ବିଲିୟମକୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯେଉଁ ଗଧ ଉପରେ ଚଢ଼ି ଆସିଅଛ, ମୁଁ କ’ଣ ତୁମ୍ଭର ସେହି ଗଧ ନୁହେଁ? ମୁଁ କ’ଣ ଅତୀତରେ ତୁମ୍ଭ ପ୍ରତି କେବେ ଏପରି ବ୍ୟବହାର କରିଥିଲି?” ତହୁଁ ସେ କହିଲା, “ନା।”


ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।”


Swiv nou:

Piblisite


Piblisite