Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:33 - ପବିତ୍ର ବାଇବଲ

33 ତୁମ୍ଭର ଗଧ ମୋତେ ଦେଖି ତିନିଥର ମୋ’ ସମ୍ମୁଖରୁ ଗ୍ଭଲିଗଲା। ସେ ଯେବେ ମୋ’ ସମ୍ମୁଖରୁ ଫେରି ଯାଇ ନ ଥା’ନ୍ତା, ତେବେ ନିଶ୍ଚୟ ମୁଁ ଗଧକୁ ଜୀବିତ ରଖି ତୁମ୍ଭଙ୍କୁ ବଧ କରିଥା’ନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯେବେ ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।

Gade chapit la Kopi

ଓଡିଆ ବାଇବେଲ

33 ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”

Gade chapit la Kopi




ଗଣନା ପୁସ୍ତକ 22:33
5 Referans Kwoze  

ଯେଉଁମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ସେ ଦେଶର ଅପଖ୍ୟାତି ପ୍ରଗ୍ଭର କରିଥିଲେ, ସେମାନେ ସଦାପ୍ରଭୁଙ୍କ ଉପସ୍ଥିତରେ ମହାମାରୀ ଦ୍ୱାରା ମଲେ।


ସେତେବେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, “ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତ୍ରୁରୂପେ ଆସିଅଛି, ଯେହେତୁ ତୁମ୍ଭର ଯାତ୍ରା ଭୁଲ୍ ଅଟେ।


ତହୁଁ ବିଲିୟମ ସଦାପ୍ରଭୁଙ୍କ ଦୂତକୁ କହିଲା, “ମୁଁ ପାପ କରିଅଛି, କାରଣ ତୁମ୍ଭେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ। ଏହା ମୁଁ ଜାଣି ନ ଥିଲି। ମୋ’ ଯାତ୍ରା ଯଦି ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଗୃହକୁ ଫେରିଯିବି।”


Swiv nou:

Piblisite


Piblisite