Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:40 - ପବିତ୍ର ବାଇବଲ

40 ତହୁଁ ବାଲାକ୍ କିଛି ଗାଈ ଓ ମେଷ ବଳିଦାନ କରି ବିଲିୟମ ତାହାର (ବାଲାକ୍) ସଙ୍ଗୀ ଅଧିପତିମାନଙ୍କୁ ମାଂସ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi




ଗଣନା ପୁସ୍ତକ 22:40
7 Referans Kwoze  

ବାଲାକ୍ ବିଲିୟମକୁ ପି‌ସ୍‌ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଗଲେ ଏବଂ ସେହି ସ୍ଥାନରେ ସାତୋଟି ଯଜ୍ଞବେଦି ନିର୍ମାଣ କଲେ ଏବଂ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଷଣ୍ଢ ଓ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।


ସେହି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥା’ନ୍ତି। ସେମାନେ ସର୍ବଦା ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।


ତେଣୁ ବାଲାକ୍ ସେହି ଅନୁସାରେ କଲେ ଓ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।


ବାଲାକ୍ ବିଲିୟମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ।


ଏହା ପରେ ବିଲିୟମ ବାଲାକ୍ ସହିତ ଗମନ କରି କିରିୟତ ହୁଷୋତରେ ଉପସ୍ଥିତ ହେଲା।


ତା’ ପରଦିନ ବାଲାକ୍ ବିଲିୟମକୁ ନେଇ ବାମୋତ ବାଲକୁ ଗଲା। ଆଉ ସେହିଠାରୁ ସେ ଲୋକମାନଙ୍କର ଏକତ୍ରିତ ସମାବେଶ ଦେଖିଲେ।


Swiv nou:

Piblisite


Piblisite