Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:10 - ପବିତ୍ର ବାଇବଲ

10 ଯାକୁବର ପରିବାରକୁ କିଏ ଗଣିପାରିବ? ଯେହେତୁ ସେମାନେ ଧୂଳି କଣିକାପରି? ଏପରିକି ଇସ୍ରାଏଲର ଏକ ଚତୁର୍ଥାଂଶ ଲୋକଙ୍କୁ ମଧ୍ୟ କେହି ଗଣି ପାରିବେ ନାହିଁ। ଧାର୍ମିକ ମନୁଷ୍ୟ ରୂପେ ମୋତେ ମରିବାକୁ ଦିଅ। ମୋର ଭବିଷ୍ୟଦ୍ ଇସ୍ରାଏଲର ତୁଲ୍ୟ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯାକୁବର ଧୂଳି କିଏ ଗଣିପାରେ? ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।

Gade chapit la Kopi

ଓଡିଆ ବାଇବେଲ

10 ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”

Gade chapit la Kopi




ଗଣନା ପୁସ୍ତକ 23:10
20 Referans Kwoze  

ସିଦ୍ଧ ଓ ଧାର୍ମିକ ଲୋକ ହୁଅ। ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।


ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ।


ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ ସ‌ଦ୍‌ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।


ତା'ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।” ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”


ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ।


ଦୁଷ୍ଟଲୋକ ଆପଣା ମନ୍ଦ କର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


“ଦାନ ଛାଉଣିରେ ମୋଟ ମନୁଷ୍ୟମାନଙ୍କର ସଂଖ୍ୟା 157,600 ସେମାନେ ସେମାନଙ୍କର ଧ୍ୱଜା ଧରି ସମସ୍ତଙ୍କ ପଛରେ ଅଗ୍ରସର ହେବେ।”


“ଇଫ୍ରୟିମ ଛାଉଣିର ଗଣ୍ୟ ସୈନ୍ୟସଂଖ୍ୟା 108,100 ସେମାନେ ତୃତୀୟରେ ଅଗ୍ରସର ହେବେ।


“ଯିହୁଦା ଛାଉଣିର ସମୁଦାୟ ସୈନ୍ୟ ସଂଖ୍ୟା 186,400 ସେମାନେ ପ୍ରଥମେ ଅଗ୍ରସର ହେବେ।


ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ।


ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ।


“ରୁବେନ୍ ଛାଉଣିର ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 151,450 ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।


ସେମାନେ ଇବି, ରେକମ୍, ସୂର, ହୂର ଓ ରେବା ଏହି ପାଞ୍ଚ ଜଣ ମିଦିୟନୀୟ ରାଜାଙ୍କୁ ହତ୍ୟା କଲେ। ଆଉ ମଧ୍ୟ ବିୟୋରର ପୁତ୍ର ବିଲିୟମକୁ ମଧ୍ୟ ସେମାନେ ଖ‌ଡ଼୍‌ଗରେ ହତ୍ୟା କଲେ।


Swiv nou:

Piblisite


Piblisite