Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:17 - ପବିତ୍ର ବାଇବଲ

17 ତହୁଁ ସେ ବାଲାକ୍ ନିକଟକୁ ଫେରି ଆସିଲେ ଏବଂ ତାକୁ ନିଜର ଯଜ୍ଞବେଦି ନିକଟରେ ଛିଡ଼ା ହୋଇଥିବାର ଦେଖିଲେ। ମୋୟାବର କୁଳୀନମାନେ ମଧ୍ୟ ତାଙ୍କ ସହିତ ଥିଲେ। ବାଲାକ୍ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କ’ଣ କହିଲେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”

Gade chapit la Kopi




ଗଣନା ପୁସ୍ତକ 23:17
5 Referans Kwoze  

ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।”


ତା'ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ'ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।”


ବିଲିୟମ ବାଲା‌କ୍‌‌କୁ କହିଲେ, “ମୁଁ ପୂର୍ବରୁ ତୁମ୍ଭକୁ କହିଅଛ ଯେ, ସଦାପ୍ରଭୁ ମୋତେ ଯାହା କହିବେ ମୁଁ ତାହା କରିବି।”


ସଦାପ୍ରଭୁ ବିଲିୟମ ସହିତ ସାକ୍ଷାତ କଲେ ଓ ତାହାର ମୁଖରେ ବାକ୍ୟ ଦେଲେ, “ତୁମ୍ଭେ ବାଲାକ୍ ନିକଟକୁ ଯାଅ ଏବଂ ତାକୁ ଏହା କୁହ।


ତା'ପରେ ବିଲିୟମ କହିଲେ, “ହେ ବାଲାକ୍, ଉଠ ଏବଂ ମୋ’ କଥା ଶୁଣ, ହେ ସି‌ପ୍‌ପୋରର ପୁତ୍ର, ଦୟାକରି ମୋ’ କଥାକୁ ତୁମ୍ଭର କର୍ଣ୍ଣ ଦିଅ।


Swiv nou:

Piblisite


Piblisite