ଗଣନା ପୁସ୍ତକ 23:22 - ପବିତ୍ର ବାଇବଲ22 ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣି ଅଛନ୍ତି। ସେମାନେ ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ। Gade chapit laପବିତ୍ର ବାଇବଲ (Re-edited) - (BSI)22 ପରମେଶ୍ଵର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ତୁଲ୍ୟ ସେମାନଙ୍କର ବଳ। Gade chapit laଓଡିଆ ବାଇବେଲ22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ। Gade chapit la |