Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:26 - ପବିତ୍ର ବାଇବଲ

26 ବିଲିୟମ ବାଲା‌କ୍‌‌କୁ କହିଲେ, “ମୁଁ ପୂର୍ବରୁ ତୁମ୍ଭକୁ କହିଅଛ ଯେ, ସଦାପ୍ରଭୁ ମୋତେ ଯାହା କହିବେ ମୁଁ ତାହା କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କୁ କହିଲା, ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?

Gade chapit la Kopi

ଓଡିଆ ବାଇବେଲ

26 ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ” ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”

Gade chapit la Kopi




ଗଣନା ପୁସ୍ତକ 23:26
12 Referans Kwoze  

ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।


ଏଥିରେ ବିଲିୟମ ବାଲା‌କ୍‌‌ର ଦାସମାନଙ୍କୁ କହିଲେ, “ଯଦି ବାଲାକ୍ ସୁନା, ରୂପାରେ ପରିପୂର୍ଣ୍ଣ ନିଜର ଗୃହକୁ ମୋତେ ଦେଇ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଜ୍ଞା ବାହାରକୁ ଯାଇ ପାରିବି ନାହିଁ।


କିନ୍ତୁ ମୀଖାୟ ଉତ୍ତର ଦେଲେ, “ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାଯାଏ, ମୋ’ ପରମେଶ୍ୱର ଯାହା କହନ୍ତି, ମୁଁ କେବଳ ତାହା କହି ପାରିବି।”


ତହୁଁ ବିଲିୟମ ବାଲାକଙ୍କୁ କହିଲା, “ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ୱର, ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”


ତହୁଁ ମୀଖାୟ କହିଲେ, “ଯେପର୍ଯ୍ୟନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।”


ଅନନ୍ତର ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।”


ତା'ପରେ ବାଲାକ୍ ବିଲିୟମକୁ କହିଲେ, “ମୁଁ ବିନୟ କରୁଅଛି, ଦୟାକରି ଆସ, ମୁଁ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବି। ଏହା ଏପରି ହୋଇପାରେ, ପରମେଶ୍ୱର ଦୟାପୂର୍ବକ ହୋଇ ସେ ସ୍ଥାନରେ ତୁମ୍ଭକୁ ଶାପ ଦେବାକୁ ଅନୁମତି ଦେଇ ପାରନ୍ତି।”


ତହୁଁ ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ଯିବି। କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦେବେ, ତାହା ହିଁ ତୁମ୍ଭକୁ କହିବି।” ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ।


ତହୁଁ ସେ ବାଲାକ୍ ନିକଟକୁ ଫେରି ଆସିଲେ ଏବଂ ତାକୁ ନିଜର ଯଜ୍ଞବେଦି ନିକଟରେ ଛିଡ଼ା ହୋଇଥିବାର ଦେଖିଲେ। ମୋୟାବର କୁଳୀନମାନେ ମଧ୍ୟ ତାଙ୍କ ସହିତ ଥିଲେ। ବାଲାକ୍ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କ’ଣ କହିଲେ?”


Swiv nou:

Piblisite


Piblisite