ଗଣନା ପୁସ୍ତକ 24:16 - ପବିତ୍ର ବାଇବଲ16 ଏହା ହେଉଛି ଜଣେ ବ୍ୟକ୍ତିର ବାର୍ତ୍ତା ଯିଏ ପରମେଶ୍ୱରଙ୍କଠାରୁ ଶୁଣେ। ସେ ଯିଏ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ବୁଝେ। ସେହି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କର ଦର୍ଶନ ପାଇଅଛି। ସେ ହେଉଛି ଜଣେ, ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ଭୂମିରେ ପ୍ରଣାମ କରେ, କିନ୍ତୁ ତା'ର ଆଖିଗୁଡ଼ିକ ଖୋଲିଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ଵ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି; Gade chapit laଓଡିଆ ବାଇବେଲ16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି; Gade chapit la |