ଗଣନା ପୁସ୍ତକ 24:21 - ପବିତ୍ର ବାଇବଲ21 ତହୁଁ ସେ କେନୀୟମାନଙ୍କ ଆଡ଼କୁ ମୁହଁ କରି କହିଲା, “ତୁମ୍ଭେ ଭାବୁଛ, ତୁମ୍ଭର ଦେଶ ଅତି ଦୃଢ଼ ଓ ତୁମ୍ଭର ଗୃହଗୁଡ଼ିକ ପଥୁରିଆ ଜାଗାର ଶୀର୍ଷରେ ଥିବା ପକ୍ଷୀବସା ପରି। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ। Gade chapit laଓଡିଆ ବାଇବେଲ21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ। Gade chapit la |