Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:22 - ପବିତ୍ର ବାଇବଲ

22 କିନ୍ତୁ କେନୀୟମାନେ କ୍ଷୟପ୍ରାପ୍ତ ହେବେ। ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।

Gade chapit la Kopi

ଓଡିଆ ବାଇବେଲ

22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”

Gade chapit la Kopi




ଗଣନା ପୁସ୍ତକ 24:22
8 Referans Kwoze  

ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭେମାନେ ଯୁଦ୍ଧ ଅଶ୍ୱରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡ଼ିକୁ ‘ଆମ୍ଭର ପରମେଶ୍ୱର’ ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସେହି ପରମେଶ୍ୱର ଯିଏ କି ଅନାଥକୁ ଦୟା ଦେଖାଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।”


ଏପରିକି ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଛନ୍ତି। ସେମାନେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି। ସେଲା


ଶେମର ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫ‌କ୍‌ଷଦ ଓ ଲୂଦ୍ ଓ ଅରାମ୍।


ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ


ଯେଫତର ବଡ଼ଭାଇ ଶେମଙ୍କର ମଧ୍ୟ ସନ୍ତାନସନ୍ତତି ଥିଲେ, ସେହି ଏବର ଯେଫତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲା।


କେନୀୟମାନଙ୍କର, କନଜୀୟମାନଙ୍କର ଓ କ‌ଦ୍‌ମୋନୀୟମାନଙ୍କର ଭୂମି ଏହିସବୁ।


ତା'ପରେ ବିଲିୟମ କହିଲା, “ଯେତେବେଳେ ପରମେଶ୍ୱର ଏହା କରନ୍ତି, ସେତେବେଳେ କିଏ ବଞ୍ଚିବ?


Swiv nou:

Piblisite


Piblisite