ଗଣନା ପୁସ୍ତକ 24:9 - ପବିତ୍ର ବାଇବଲ9 “ଇସ୍ରାଏଲ ବସିପଡ଼ୁଛି ଓ ସିଂହତୁଲ୍ୟ ଶୟନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକେହି ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହେବ। ଯେକେହି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଶାପଗ୍ରସ୍ତ ହେଉନ୍ତୁ। Gade chapit laଓଡିଆ ବାଇବେଲ9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।” Gade chapit la |
ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”