ଗଣନା ପୁସ୍ତକ 25:1 - ପବିତ୍ର ବାଇବଲ1 ଅନନ୍ତର ଇସ୍ରାଏଲର ଲୋକମାନେ ଶିଟୀମରେ ବାସ କଲେ। ସେତେବେଳେ ସେମାନେ ମୋୟାବର କନ୍ୟାମାନଙ୍କ ପ୍ରତି ବ୍ୟଭିଗ୍ଭର ପାପରେ ମାତି ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।
“‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି।