ଗଣନା ପୁସ୍ତକ 25:8 - ପବିତ୍ର ବାଇବଲ8 ତା'ପରେ ସେ ତମ୍ବୁ ଭିତରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପେଟକୁ ବର୍ଚ୍ଛାରେ ବିଦୀର୍ଣ୍ଣ କଲା, ଫଳରେ ଇସ୍ରାଏଲ ମଧ୍ୟରେ ମହାମାରୀ ବନ୍ଦ ହୋଇ ଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ଵୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା। Gade chapit laଓଡିଆ ବାଇବେଲ8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା। Gade chapit la |