ଗଣନା ପୁସ୍ତକ 26:11 - ପବିତ୍ର ବାଇବଲ11 କିନ୍ତୁ କୋରହର ଅନ୍ୟ ପରିବାର ଅନ୍ୟ ଲୋକମାନେ ହତ ହେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ। Gade chapit laଓଡିଆ ବାଇବେଲ11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ। Gade chapit la |
ଶଲ୍ଲୁମ୍ କୋରହଙ୍କ ପୁତ୍ର ଥିଲେ। କୋରହ ଅବୀୟାସଫଙ୍କ ପୁତ୍ର ଥିଲେ। ଅବୀୟାସଫ୍ କୋରିଙ୍କ ପୁତ୍ର ଥିଲେ। ଶଲ୍ଲୁମ୍ ଓ ତାଙ୍କର ଭ୍ରାତାମାନେ ଦ୍ୱାରପାଳ ଥିଲେ। ସେମାନେ କୋରହ ପରିବାରବର୍ଗର ଥିଲେ। ସେମାନେ ମନ୍ଦିରର ସେବାକାର୍ଯ୍ୟ ଦାୟିତ୍ୱରେ ଥିଲେ। ସେମାନେ ପବିତ୍ର ତମ୍ବୁର ଦ୍ୱାର ପ୍ରବେଶ ଦ୍ୱାର ଜଗିବା କାର୍ଯ୍ୟ କରୁଥିଲେ। ସେମାନେ ଠିକ୍ ସେହିପରି କଲେ, ଯେପରି ସେମାନଙ୍କର ପୂର୍ବପୁରୁଷମାନେ ପବିତ୍ର ତମ୍ବୁର ପ୍ରବେଶ ଦ୍ୱାର ଜଗିବା କାର୍ଯ୍ୟ କରୁଥିଲେ।