Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:19 - ପବିତ୍ର ବାଇବଲ

19-20 ଏହିମାନେ ଯିହୁଦା ପରିବାରବର୍ଗର ପୁରୁଷ ଲୋକ ଅଟନ୍ତି: ଶେଲାଠାରୁ ଶେଲାୟୀୟ ଗୋଷ୍ଠୀ, ପେରସଠାରୁ ପେରସୀୟ ଗୋଷ୍ଠୀ; ସେରହଠାରୁ ସେରହୀୟ ଗୋଷ୍ଠୀ। ଯିହୁଦାର ଦୁଇପୁତ୍ର ଏର ଓ ଓନନ କିଣାନ ଦେଶରେ ହତ୍ୟା କରାଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ।

Gade chapit la Kopi

ଓଡିଆ ବାଇବେଲ

19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।

Gade chapit la Kopi




ଗଣନା ପୁସ୍ତକ 26:19
5 Referans Kwoze  

ଯିହୁଦାର ପୁତ୍ର, ଏର, ଓନନ୍, ଶେଲା, ପେରସ୍ ଓ ସେରହ। କିନ୍ତୁ ଏର ଏବଂ ଓନନ୍ କିଣାନ ଦେଶରେ ମରିଥିଲେ, ପେରସର ପୁତ୍ର ହିଷ୍ରୋନ୍ ଓ ହାମୂଲ ଥିଲେ।


ଯିହୁଦା ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ଯିହୁଦାଙ୍କର ପୁତ୍ରଗଣଙ୍କ ତାଲିକା ଏହିପରି ଅଟେ। ସେମାନେ ଥିଲେ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍।


Swiv nou:

Piblisite


Piblisite