Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:2 - ପବିତ୍ର ବାଇବଲ

2 “ଇସ୍ରାଏଲର ପୁରୁଷ ଲୋକମାନଙ୍କ ମଧ୍ୟରୁ ନିଜ ନିଜ ପିତୃଗୃହାନୁସାରେ କୋଡ଼ିଏ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ସୈନ୍ୟଶ୍ରେଣୀରେ ଭୁକ୍ତ କରିବାକୁ ଗଣନା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ତଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”

Gade chapit la Kopi




ଗଣନା ପୁସ୍ତକ 26:2
3 Referans Kwoze  

Swiv nou:

Piblisite


Piblisite