Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:36 - ପବିତ୍ର ବାଇବଲ

36 ଏମାନେ ଶୂଥଲହର ବଂଶଧର ଥିଲେ। ଏରଣଠାରୁ ଏରଣୀୟ ଗୋଷ୍ଠୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି ଶୂଥଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।

Gade chapit la Kopi




ଗଣନା ପୁସ୍ତକ 26:36
3 Referans Kwoze  

ଇଫ୍ରୟିମ ପରିବାରବର୍ଗର ଗୋଷ୍ଠୀଗୁଡ଼ିକ ହେଲେ: ଶୂଥଲହଠାରୁ ଶୂଥଲହୀୟ ଗୋଷ୍ଠୀ, ବେଖରଠାରୁ ବେଖ୍ରୀୟ ଗୋଷ୍ଠୀ, ତହନଠାରୁ ତହନୀୟ ଗୋଷ୍ଠୀ।


ଇଫ୍ରୟିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 32,500 ଥିଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶ ଅନୁସାରେ ଯୋଷେଫର ସନ୍ତାନ।


ଇଫ୍ରୟିମଙ୍କ ବଂଶଧରଗଣଙ୍କର ନାମ ଏହିପରି ଥିଲା। ଇଫ୍ରୟିମଙ୍କ ପୁତ୍ର ଥିଲେ ଶୁଥେଲହ। ଶୁଥେଲହଙ୍କର ପୁତ୍ର ଥିଲେ, ବେରଦ। ବେରଦଙ୍କର ପୁତ୍ର ଥିଲେ, ତହତ୍। ତହତ୍‌ଙ୍କର ପୁତ୍ର ଥିଲେ, ଇଲିୟାଦା।


Swiv nou:

Piblisite


Piblisite