Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:38 - ପବିତ୍ର ବାଇବଲ

38 ବିନ୍ୟାମୀନର ପରିବାରବର୍ଗ ହେଲେ: ବେଲାଠାରୁ ବେଲାୟୀୟ ଗୋଷ୍ଠୀ; ଅସବେଲଠାରୁ ଅସବେଲୀୟ ଗୋଷ୍ଠୀ ଏବଂ ଅହୀରାମଠାରୁ ଅହୀରାମୀୟ ଗୋଷ୍ଠୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ; ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;

Gade chapit la Kopi

ଓଡିଆ ବାଇବେଲ

38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;

Gade chapit la Kopi




ଗଣନା ପୁସ୍ତକ 26:38
8 Referans Kwoze  

ବିନ୍ୟାମୀନ ବେଲାଙ୍କ ପିତା ଥିଲେ। ବେଲା ବିନ୍ୟାମୀନଙ୍କ ପ୍ରଥମଜାତ ପୁତ୍ର ଥିଲେ। ଅସବେଲ୍ ବିନ୍ୟାମୀନଙ୍କ ଦ୍ୱିତୀୟ ପୁତ୍ର ଥିଲେ। ଅହର୍ଦ ବିନ୍ୟାମୀନଙ୍କ ତୃତୀୟ ପୁତ୍ର ଥିଲେ।


ବିନ୍ୟାମୀନର ପୁତ୍ରମାନେ ଥିଲେ, ବେଲା, ବେଖର, ଅସବେଲ, ଗେରା, ନାମନ, ଏହୀ, ରୋଶ, ମୁ‌ପ୍‌ପୀମ, ହୁ‌ପ୍‌ପୀମ ଓ ଅର୍ଦ।


ରାତିରେ ପରମେଶ୍ୱର ଇସ୍ରାଏଲକୁ ସ୍ୱପ୍ନରେ କହିଲେ, “ଯାକୁବ, ଯାକୁବ।” ଇସ୍ରାଏଲ ଉତ୍ତର ଦେଲେ, “ମୁଁ ଏହିଠାରେ।”


ବିନ୍ୟାମୀନ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ଇଫ୍ରୟିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 32,500 ଥିଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶ ଅନୁସାରେ ଯୋଷେଫର ସନ୍ତାନ।


ଶୂଫମଠାରୁ ଶୂଫମୀୟ ଗୋଷ୍ଠୀବର୍ଗ; ହୂଫମଠାରୁ ହୂଫମୀୟ ଗୋଷ୍ଠୀ।


ସେଲା, ଏଲଫ୍, ଯିବୂଷ, ଗିବିୟା ଓ କିରିୟଥ ଗ୍ରାମ ସମେତ, ଏହିପରି ଭାବରେ ଚଉଦଟି ନଗର ଥିଲା। ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣମାନଙ୍କର ଏହିପରି ଅଧିକାର ଥିଲା।


Swiv nou:

Piblisite


Piblisite