Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:41 - ପବିତ୍ର ବାଇବଲ

41 ବିନ୍ୟାମୀନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 45,600 ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।

Gade chapit la Kopi

ଓଡିଆ ବାଇବେଲ

41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।

Gade chapit la Kopi




ଗଣନା ପୁସ୍ତକ 26:41
6 Referans Kwoze  

ବିନ୍ୟାମୀନର ପୁତ୍ରମାନେ ଥିଲେ, ବେଲା, ବେଖର, ଅସବେଲ, ଗେରା, ନାମନ, ଏହୀ, ରୋଶ, ମୁ‌ପ୍‌ପୀମ, ହୁ‌ପ୍‌ପୀମ ଓ ଅର୍ଦ।


ବେଲାର ସନ୍ତାନ ଅର୍ଦ ଓ ନାମାନ ହେଲେ: ଅର୍ଦଠାରୁ ଅର୍ଦୀୟ ଗୋଷ୍ଠୀ; ନାମାନଠାରୁ ନାମାନୀୟ ଗୋଷ୍ଠୀ।


ଦାନ ପରିବାରବର୍ଗର ପରିବାରଗୁଡ଼ିକ ହେଲେ: ଶୂହମଠାରୁ ଶୂହମୀୟ ଗୋଷ୍ଠୀ,


ସେହି ଦିନ ନଗରମାନଙ୍କରୁ ଆସନ୍ତା ବିନ୍ୟାମୀନ ସନ୍ତାନଗଣର 26,000 ‌‌ଖ‌ଡ଼୍‌ଗଧାରୀ ଲୋକ ଗଣିତ ହେଲେ। ଏହାଛଡ଼ା ଗିବିୟା ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ।


Swiv nou:

Piblisite


Piblisite