Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:44 - ପବିତ୍ର ବାଇବଲ

44 ଆଶେର ପରିବାରବର୍ଗର ପରିବାରଗୁଡ଼ିକ ହେଲେ: ଯିମ୍ନଠାରୁ ଯିମ୍ନୀୟ ଗୋଷ୍ଠୀ; ଯି‌ସ୍‌ବିଠାରୁ ଯି‌ସ୍‌ବୀୟ ଗୋଷ୍ଠୀ; ବରିୟଠାରୁ ବରିୟୀୟ ଗୋଷ୍ଠୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନିଠାରୁ ଯିମ୍ନୀୟ ବଂଶ; ଯିସ୍ବିଠାରୁ ଯିସ୍ବୀୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।

Gade chapit la Kopi




ଗଣନା ପୁସ୍ତକ 26:44
4 Referans Kwoze  

ଆଶେରଙ୍କ ପୁତ୍ରମାନେ ଥିଲେ ଯିମ୍ନ, ଯି‌ଶ୍‌ବ, ଯି‌ଶ୍‌ବି ଓ ବରୀୟ। ସେମାନଙ୍କ ଭଗିନୀର ନାମ ଥିଲା ସେରହ।


ଆଶେରର ପୁତ୍ରମାନେ ଥିଲେ, ଯିମ୍ନା, ଯି‌ଶ୍‌ବା, ଯି‌ଶ୍‌ବି, ବରୀୟ ଓ ସେମାନଙ୍କର ଭଉଣୀ, ସେରହ ଏବଂ ବରୀୟର ପୁତ୍ର ହେବର ଓ ମ‌ଲ୍‌କୀୟେଲ ଥିଲେ।


ଆଶେର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ବରିୟର ପରିବାରଗୁଡ଼ିକ ହେଲେ ଏହିମାନେ: ହେବରଠାରୁ ହେବରୀୟ ଗୋଷ୍ଠୀ; ମଲକୀୟେଲଠାରୁ ମଲକୀୟେଲୀୟ ଗୋଷ୍ଠୀ।


Swiv nou:

Piblisite


Piblisite