ଗଣନା ପୁସ୍ତକ 26:54 - ପବିତ୍ର ବାଇବଲ54 ଯାହାର ବଡ଼ ଗୋଷ୍ଠୀ ତାକୁ ଅଧିକ ଭୂମି ଦେବ ଓ ଯାହାର ଛୋଟ ଗୋଷ୍ଠୀ ତାକୁ ଅଳ୍ପ ଭୂମି ଦେବ। ପ୍ରତ୍ୟେକ ଗୋଷ୍ଠୀକୁ ତା'ର ଆକାର ଅନୁସାରେ ଭୂମି ଦିଆଯିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। Gade chapit laଓଡିଆ ବାଇବେଲ54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। Gade chapit la |