ଗଣନା ପୁସ୍ତକ 26:56 - ପବିତ୍ର ବାଇବଲ56 ଉଭୟ ଛୋଟ ଓ ବଡ଼ ଗୋଷ୍ଠୀଗଣ ଲୋକସଂଖ୍ୟା ଅନୁସାରେ ଗୁଲିବାଣ୍ଟ କରି ସେମାନଙ୍କର ଭୂମି ନିର୍ଦ୍ଧାରଣ କରାଯିବା ଉଚିତ୍।” Gade chapit laପବିତ୍ର ବାଇବଲ (Re-edited) - (BSI)56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ। Gade chapit laଓଡିଆ ବାଇବେଲ56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।” Gade chapit la |
ପୁଣି ତୁମ୍ଭେମାନେ ତୁମ୍ଭମାନଙ୍କ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଓ ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀମାନଙ୍କ ନିମନ୍ତେ ଓ ସେମାନଙ୍କଠାରୁ ଉତ୍ପନ୍ନ ସନ୍ତାନସନ୍ତତି ନିମନ୍ତେ ଓ ଉତ୍ତରାଧିକାରୀ ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ ଏବଂ ସେମାନେ ଇସ୍ରାଏଲ ଲୋକମାନେ ସ୍ୱଜନ୍ମସ୍ଥାନ ତୁଲ୍ୟ ବିବେଚିତ ହେବା ଉଚିତ୍। ସେମାନେ ମଧ୍ୟ କିଛି ଇସ୍ରାଏଲ ଭୂମିର ଉତ୍ତରାଧିକାରୀ ହେବା ଉଚିତ୍। ଇସ୍ରାଏଲ ପରିବାରବର୍ଗମାନଙ୍କ ମଧ୍ୟରୁ ସେମାନଙ୍କ ପାଇଁ ଭୂମି ପ୍ରାପ୍ତ କର।