ଗଣନା ପୁସ୍ତକ 27:2 - ପବିତ୍ର ବାଇବଲ2 ଏହି ପାଞ୍ଚ ଜଣ ମୋଶା, ଇଲିୟାସର ଯାଜକ, ଅଧିପତି ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ, Gade chapit laଓଡିଆ ବାଇବେଲ2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ, Gade chapit la |
ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।