Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:22 - ପବିତ୍ର ବାଇବଲ

22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରତ୍ୟେକ କର୍ମ କଲେ; ସେ ଯିହୋଶୂୟଙ୍କୁ ଯାଜକ ଇଲିୟାସର ସମ୍ମୁଖରେ ଓ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi




ଗଣନା ପୁସ୍ତକ 27:22
3 Referans Kwoze  

ପୁଣି ସେ ଇଲିୟାସର ଯାଜକ ସମ୍ମୁଖରେ ଠିଆ ହେବ, ଇଲିୟାସର ତାହା ପାଇଁ ଊରୀମର ବିଗ୍ଭର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେ ପଗ୍ଭରିବ; ତେବେ ସମୁଦାୟ ମଣ୍ତଳୀ ‘ବାହାରକୁ ଯିବେ’ ଓ ତାଙ୍କର ‘ଆଜ୍ଞା ଅନୁସାରେ ଆସିବେ।’”


ପୁଣି ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାହାଙ୍କୁ ଆଜ୍ଞା ଦେଲେ।


ଏହିମାନେ ହାରୋଣଙ୍କ ପୁତ୍ରଗଣ ଥିଲେ: ଇଲିୟାସର ହାରୋଣଙ୍କ ପୁତ୍ର ଥିଲେ। ପୀ‌ନ୍‌ହସ୍ ଇଲିୟାସରଙ୍କ ପୁତ୍ର ଥିଲେ। ଅବୀଶୂୟ ପୀ‌ନ୍‌ହ‌‌ସ୍‌‌ଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite