Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:4 - ପବିତ୍ର ବାଇବଲ

4 ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇଯିବ, ଯେହେତୁ ତାଙ୍କର କୌଣସି ପୁତ୍ର ନ ଥିଲେ। ତେଣୁ ଆମ୍ଭ ପିତୃବଂଶୀୟ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କି ହେତୁ ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।

Gade chapit la Kopi

ଓଡିଆ ବାଇବେଲ

4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”

Gade chapit la Kopi




ଗଣନା ପୁସ୍ତକ 27:4
6 Referans Kwoze  

ଏହି ଝିଅମାନେ ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ସେନାପତିଗଣଙ୍କ ପାଖକୁ ଗଲେ। କନ୍ୟାଗଣ କହିଲେ, “ଆମ୍ଭମାନଙ୍କ ପୁରୁଷ ସମ୍ପର୍କୀୟମାନଙ୍କ ପରି ଆମ୍ଭକୁ ଭୂମି ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।” ତେଣୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସେମାନଙ୍କର ପିତାର ଭାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।


ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।


କିନ୍ତୁ ମୋଶା ସଦାପ୍ରଭୁ ପରମେଶ୍ୱରଙ୍କୁ ଭିକ୍ଷା ମାଗିଲେ, “ହେ ସଦାପ୍ରଭୁ, ତୁମ୍ଭର କ୍ରୋଧରେ ତୁମ୍ଭର ଲୋକମାନଙ୍କୁ ଧ୍ୱଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ମିଶରରୁ ବାହାର କରି ଆଣିଥିଲ।


ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ୱଳ ପରି ଆଲୋକ ଦିଏ।


“ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ୟୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ୟୁବରଣ କଲେ। ସେହିମାନଙ୍କ ମଧ୍ୟରୁ ଜଣେ ନ ଥିଲେ, ଯେଉଁମାନେ କୋରହ ଦଳରେ ସଦାପ୍ରଭୁଙ୍କ ବିରୁଦ୍ଧରେ ନେତୃତ୍ୱ ନେଇଥିଲେ। ତାଙ୍କର ପୁତ୍ର ନ ଥିଲା।


ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଇଁ ନିବେଦନ କଲେ।


Swiv nou:

Piblisite


Piblisite