ଗଣନା ପୁସ୍ତକ 28:11 - ପବିତ୍ର ବାଇବଲ11 “ଆଉ ପ୍ରତିମାସର ପ୍ରଥମ ଦିନରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇଟି ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ବିଶେଷ ହୋମବଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହୋଇ ଥିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ। Gade chapit laଓଡିଆ ବାଇବେଲ11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ। Gade chapit la |
ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନାମକୁ ସମ୍ମାନ ଦେବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିରରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜଳାଇବୁ ଏବଂ ବିଶେଷ ମେଜ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭେମାନେ ପ୍ରତ୍ୟେକ ସକାଳ ଏବଂ ସନ୍ଧ୍ୟାରେ, ପ୍ରତ୍ୟେକ ବିଶ୍ରାମ ଦିନରେ, ପ୍ରତ୍ୟେକ ଅମାବାସ୍ୟା ଦିନରେ ଏବଂ ଅନ୍ୟାନ୍ୟ ପର୍ବ ଦିନରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ହୋମବଳି ଦେବୁ। ଇସ୍ରାଏଲ ଚିରଦିନ ଏହା କରିବ।