Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:12 - ପବିତ୍ର ବାଇବଲ

12 ପୁଣି ପ୍ରତ୍ୟେକ ଷଣ୍ଢ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;

Gade chapit la Kopi




ଗଣନା ପୁସ୍ତକ 28:12
6 Referans Kwoze  

ଓ ସାତ ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;


ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦ‌‌‌‌ଗ୍‌‌‌‌ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ।


ପୁଣି ପ୍ରତ୍ୟେକ ମେଷଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଦେବ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।


ଏବଂ ଅଧିପତି ଏକ ଏକ ବୃଷଭ ସହିତ ଏକ ଏକ ଐଫା ଯବ ଓ ଏକ ଏକ ମେଷ ସହିତ ଏକ ଏକ ଐଫା ଯବ ଓ ପ୍ରତି ଐଫା ପାଇଁ ଏକ ହୀନ ତୈଳର ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।


Swiv nou:

Piblisite


Piblisite