ଗଣନା ପୁସ୍ତକ 28:13 - ପବିତ୍ର ବାଇବଲ13 ପୁଣି ପ୍ରତ୍ୟେକ ମେଷଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଦେବ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Gade chapit laଓଡିଆ ବାଇବେଲ13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Gade chapit la |