Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:16 - ପବିତ୍ର ବାଇବଲ

16 “ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ସଦାପ୍ରଭୁଙ୍କର ନିସ୍ତାରପର୍ବ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।

Gade chapit la Kopi




ଗଣନା ପୁସ୍ତକ 28:16
15 Referans Kwoze  

ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।


ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ନିସ୍ତାରଭୋଜି ଖାଇବାକୁ ଆପଣଙ୍କ ପାଇଁ ଆମ୍ଭେ ସବୁକିଛି ପ୍ରସ୍ତୁତ କରିବୁ। ଆପଣ କେଉଁଠାରେ ଭୋଜି ଖାଇବା ପାଇଁ ଗ୍ଭହାନ୍ତି?”


“ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”


ଯେଉଁ ସମୟରେ ମୋଶା ଏବଂ ହାରୋଣ ମିଶରରେ ଥିଲେ, ସଦାପ୍ରଭୁ ସେମାନଙ୍କୁ କହିଲେ,


ପ୍ରଥମ ଉତ୍ସବଟି ତାଡ଼ିଶୂନ୍ୟ ରୋଟୀର ଉତ୍ସବ। ଏହା ମୋର ଆଜ୍ଞାନୁସାରେ ପାଳନ କରିବ। ଏହିପରି ତୁମ୍ଭେମାନେ ସାତ ଦିନ ଯାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭେମାନେ ଆବୀବ୍ ମାସରେ ପାଳନ କରିବ। କାରଣ ଏହି ମାସରେ ତୁମ୍ଭେମାନେ ମିଶରରୁ ମୁକ୍ତ ହୋଇଥିଲ। ପ୍ରତ୍ୟେକ ଲୋକ ମୋତେ ନୈବେଦ୍ୟ ଉତ୍ସର୍ଗ କରିବ।


“ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦେଇଅଛୁ। ସେହିରୂପେ ତୁମ୍ଭେମାନେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ। କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିଶର ଦେଶରୁ ବାହାର ହୋଇ ଆସିଥିଲ।


Swiv nou:

Piblisite


Piblisite